ଆଜି ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨୭୬ରେ ପହଁଚିଛି ।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୫୪,ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡରୁ୬୮, ବାଲେଶ୍ୱରରୁ ୫୮, ନୟାଗଡରୁ ୫୧, କଳାହାଣ୍ଡିରୁ ୩୮, କେଉଁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦, ବଲାଙ୍ଗୀରରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡାରୁ ୨୩, ଢେଙ୍କାନାଳରୁ ୨୦, ଝାରସୁଗୁଡାରୁ ୧୯, ଜଗତସିଂପୁରରୁ ୧୫, ଅନୁଗୋଳରୁ ୭, ନୂଆପଡା ଓ ସୋନପୁରରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।
Another 1773 #COVID19 patients have recovered and are being discharged on 22.8.2020
254 from Khurdha
216 from Ganjam
147 from Cuttack
125 from Sambalpur
92 from Kandhamal
87 from Jajpur
80 from Mayurbhanj
77 from Rayagada
74 from Puri
72 from Malkangiri
69 from Koraput— H & FW Dept Odisha (@HFWOdisha) August 22, 2020