Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ ।

ବୃଷ:  ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

ମିଥୁନ: ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

କର୍କଟ:   ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।

ସିଂହ:  ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେଆଜି ବୋଧହୁଏ  ।

କନ୍ୟା:  ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।

ତୁଳା:   ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବିଛା:   ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ    ରହିବ ।

ଧନୁ:  ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ ।

ମକର:   ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।

କୁମ୍ଭ:   ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମୀନ:  ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×