ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୦୧୯ ଆକ୍ରାନ୍ତ, ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି
ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୦୧୯ ଆକ୍ରାନ୍ତ, ସୁସ୍ଥ ଲୋକଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 1019 Covid patients have recovered and are being discharged on 19.11.2020
141 from Sundargarh
102 from Cuttack
95 from Khordha
75 from Anugul
59 from Kendrapara
55 from Mayurbhanj
50 from Jagatsinghpur
41 from Koraput
39 from Nuapada
37 from Keonjhar
30 from Bargarh— H & FW Dept Odisha (@HFWOdisha) November 19, 2020