ରାଜ୍ୟରେ ୧୬ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି
ରାଜ୍ୟରେ ୧୬ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି
ଭୁୁବନେଶ୍ୱର: ଆଜି ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୮୧୩ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରେ ବାଲେଶ୍ୱରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ,ଢେଙ୍କାନାଳ,ଗଞ୍ଜାମ, କଳାହାଣ୍ଡ, କନ୍ଧମାଳ,ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛିି ।
Regret to inform of the demise of sixteen Covid positive patients while under treatment in hospitals.
1.A 55 year old male of Balasore district who was also suffering from Diabetes & Hypertension.
2.A 65 year old female of Balasore district.
— H & FW Dept Odisha (@HFWOdisha) September 28, 2020