ଭୁବେନେଶ୍ୱର: କରୋନା କାଳରେ ବାତିଲ ହେଲା ଯୁକ୍ତ ୨ ପରୀକ୍ଷା। ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।