Quantum Mirror

ଆଜି ରାଜ୍ୟରେ ୨୭୮୭ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୨୭୮୭ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ଲକ୍ଷେ ଟପିଛି ସୁସ୍ଥଙ୍କ ସଂଖ୍ୟା। କରୋନା ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ଆକ୍ରାନ୍ତମାନେ ସୁସ୍ଥ ହୋଇ ଘରକୁ ଯାଉଛନ୍ତି। ଆଜି ୩୦ଟି ଜିଲ୍ଲାରୁ ଆଜି ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ତେବେ ଖୋର୍ଦ୍ଧାରୁ ୧୧୪୫, କଟକରୁ ୨୩୦, ପୁରୀରୁ ୧୯୨, ମୟୁରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬, ବରଗଡ଼ରୁ ୭୫, ଯାଜପୁରରୁ ୬୮, କୋରାପୁଟରୁ ୬୮, ଜଗତସିଂହପୁରରୁ ୬୪, ସମ୍ବଲପୁରରୁ ୬୨, ଭଦ୍ରକରୁ ୫୪, ଝାରସୁଗୁଡ଼ାରୁ ୫୦, ନବରଙ୍ଗପୁରରୁ ୪୫, ମାଲକାନଗିରିରୁ ୪୧, ସୋନପୁରରୁ ୩୬, ଢ଼େଙ୍କାନାଳରୁ ୩୫, ବଲାଙ୍ଗୀରରୁ ୨୮, କନ୍ଧମାଳରୁ ୨୮, ନୂଆପଡ଼ାରୁ ୨୫, ସୁନ୍ଦରଗଡ଼ରୁ ୨୩, କଳାହାଣ୍ଡିରୁ ୧୮, ରାୟଗଡ଼ାରୁ ୧୮, ଗଜପତିରୁ ୧୭, କେନ୍ଦ୍ରାପଡ଼ାରୁ ୧୫, ନୟାଗଡ଼ରୁ ୧୨, ଅନୁଗୁଳରୁ ୯, ବୌଦ୍ଧରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×