କେନ୍ଦୁଝରେ : କେନ୍ଦୁଝର ଗଡ଼ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହେବା ଫଳରେ ଟ୍ରେନ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି । ରବିବାର ଦିନ ପ୍ରାୟ ୧୨.୩୦ ମି. ସମୟରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହାପଥର ଆଣିବାକୁ ଯାଉଥିବାବେଳେ ତିନୋଟି ଖାଲି ବଗି ହଠାତ୍ ରେଳଲାଇନରୁ ଓହ୍ଲାଇ ଯାଇଥିଲା । ଟ୍ରେନର ବେଗ କମ ଥିବାରୁ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା ବୋଲି କୁହାଯାଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ