Quantum Mirror

ରାଜ୍ୟରେ ସର୍ବାଧିକ ୩୩୭୧ କରୋନା ସଂକ୍ରମିତ

ରାଜ୍ୟରେ ସର୍ବାଧିକ ୩୩୭୧ କରୋନା ସଂକ୍ରମିତ

ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨୮୧୩ରେ ପହଁଚିଛି ।

ରାଜ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୩୨ଜଣ, ସୁନ୍ଦରଗଡରୁ ୨୬୧, ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଞ୍ଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗୀରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ୨୭, ଅନୁଗୋଳରୁ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×