Quantum Mirror

ରାଜ୍ୟରେ ଆଜି ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୩୪୮୪ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୮୯୦, ଯାଜପୁରରୁ ୩୧୪, ରାୟଗଡ଼ାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡ଼ାରୁ ୧୬୨, କଟକରୁ ୧୪୩, ମୟୁରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡ଼ରୁ ୧୨୬, ବାଲେଶ୍ୱରରୁ ୧୦୫, ମାଲକାନଗିରିରୁ ୮୭, ସୁନ୍ଦରଗଡ଼ରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡ଼ାରୁ ୫୯, ବରଗଡ଼ରୁ ୫୭, ବଲାଙ୍ଗୀରରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢ଼େଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେଓଗଡ଼ରୁ ୭, ନୂଆପଡ଼ାରୁ ୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×