ଭୁବନେଶ୍ୱର : ରାଜ୍ୟରେ ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୧୪ ଜିଲାରୁ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୁଳରୁ ସର୍ବାଧିକ ରହିଛନ୍ତି। ଅନୁଗୁଳରୁ ୫ , ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। କଟକ,କଳାହାଣ୍ଡି,କେନ୍ଦ୍ରାପଡା, ଖୋର୍ଦ୍ଧା,ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲାରୁ ୩ ଲେଖାଏଁ, ଦେବଗଡ, ଗଜପତି, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାରୁ ୨ ଲେଖାଏଁ ମୃତ୍ୟୁ ବରଣ କରିଥିବା ବେଳେ ନୟାଗଡ ଓ ନୂଆପଡା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ମୃତକଙ୍କ ସଂଖ୍ୟା ୨ହଜାର ୭୫୪ରେ ପହଞ୍ଚିଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ