ଭୁବନେଶ୍ବର: ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୨ ହଜାର ୫୮୪କୁ ବୃଦ୍ଧି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫ ଜୀବନ ନେଲା ମହାମାରୀ କରୋନା । ଖୋର୍ଦ୍ଧା ଓ ଅନୁଗୁଳରୁ ସର୍ବାଧିକ ୫ ଜଣ ଲେଖାଏଁ କୋଭିଡ ରୋଗୀ ମୃତ ହୋଇଛି।ଦିନକରେ ଆଉ ୧୧ ହଜାର ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଂଗରୋଧରୁ ୬,୫୦୯ ଓ ସ୍ଥାନୀୟ ଅଞ୍ଚଳରୁ ୫,୧୧୪ ରୋଗୀ ଚିହ୍ନଟ। ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୨୬ ହଜାର ୩କୁ ବୃଦ୍ଧି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ,କେନ୍ଦ୍ରାପଡ଼ାରୁ ୩ ଜଣ, ଝାରସୁଗୁଡ଼ା,କଳାହାଣ୍ଡି ଓ କୋରାପୁଟ ଜିଲ୍ଳାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ,ଦେବଗଡ଼, ଗଞ୍ଜାମ,ଜଗତସିଂହପୁର,କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।