ତାମିଲନାଡୁରେ ଭୂସ୍ଖଳନରୁ ଗୋଟିଏ ପରିବାର ୭ ମୃତ। ବାତ୍ଯା ଫେଙ୍ଗାଲ ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷାରୁ ଭୂସ୍ଖଳନ ଘଟିଥିବା ଆଶଂକା କରାଯାଉଛି। ତିରୁବନମଲାଇରେ ଭୂସ୍ଖଳନ ଘଟି ୭ ଜଣଙ୍କ ମୃତ୍ଯୁ ହୋଇଥିବା ଜଣାପଡିଛି। ଅନାମଲାୟାର ପାହାଡରେ ଭୂସ୍ଖଳନରୁ ଘର ଉପରକୁ ମାଡ଼ି ଯାଇଥିଲା ମାଟିଅତଡ଼ା। ଭୂସ୍ଖଳନ ସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।