Quantum Mirror

ଆଜି ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି 

ଆଜି ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି 

ଆଜି ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨୭୬ରେ ପହଁଚିଛି ।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୫୪,ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡରୁ୬୮, ବାଲେଶ୍ୱରରୁ ୫୮, ନୟାଗଡରୁ ୫୧, କଳାହାଣ୍ଡିରୁ ୩୮, କେଉଁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦, ବଲାଙ୍ଗୀରରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡାରୁ ୨୩, ଢେଙ୍କାନାଳରୁ ୨୦, ଝାରସୁଗୁଡାରୁ ୧୯, ଜଗତସିଂପୁରରୁ ୧୫, ଅନୁଗୋଳରୁ ୭, ନୂଆପଡା ଓ ସୋନପୁରରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×