ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨୫୪୬ କରୋନା ସଂକ୍ରମିତ
ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨୫୪୬ କରୋନା ସଂକ୍ରମିତ
ରାଜ୍ୟରେ ଆଉ ୨୫୪୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୪୭୦ରେ ପହଁଚିଛି ।
ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୬୨୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୬୬, ନୟାଗଡରୁ ୧୪୩, ପୁରୀରୁ ୧୪୧, ରାୟଗଡାରୁ ୧୧୨, କୋରାପୁଟରୁ ୧୦୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡାରୁ ୭୪, କନ୍ଧମାଳରୁ ୭୩, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦, ବାଲେଶ୍ୱରରୁ ୬୩, ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେଉଁଝରରୁ ୩୭, ଅନୁଗୋଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ବଲପୁରରୁ ୩୨, ବରଗଡରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗୀରରୁ ୧୮, ଝାରସୁଗୁଡାରୁ ୧୭ ଓ ଦେବଗଡରୁ ୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
With the recovery of 2546 #COVID19 patients today, Odisha achieves a record number of recoveries for three days in a row!
The total recovered cases of Odisha now stand at 59470
627 from Khordha
266 from Ganjam
143 from Nayagarh
141 from Puri
112 from Rayagada
104 from Koraput— H & FW Dept Odisha (@HFWOdisha) August 25, 2020