ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨୮୧୩ରେ ପହଁଚିଛି ।
ରାଜ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୩୨ଜଣ, ସୁନ୍ଦରଗଡରୁ ୨୬୧, ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଞ୍ଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗୀରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ୨୭, ଅନୁଗୋଳରୁ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।
Very happy to share that we have achieved the highest ever recovery in a day with the discharge of 3343 #COVID19 patients today!
The total recovered cases of Odisha now stand at 62813.
732 from Khordha
261 from Sundargarh
245 from Bhadrak
238 from Ganjam
217 from Rayagada— H & FW Dept Odisha (@HFWOdisha) August 26, 2020