ରାଜ୍ୟରେ କରୋନାରେ ଆଉ ୧୪ ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦ କୁ ବୃଦ୍ଧି
ରାଜ୍ୟରେ କରୋନାରେ ଆଉ ୧୪ ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦ କୁ ବୃଦ୍ଧି
ରାଜ୍ୟରେ କରୋନା ପୁଣି ୧୪ ଜଣଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of fourteen #COVID19 positive patients while under treatment in hospitals.
1.A 50-year old male of Balasore district who was also suffering from Diabetes.
2. A 48-year old female of Balasore district who was also suffering from Asthma.
— H & FW Dept Odisha (@HFWOdisha) August 29, 2020