ଖୁସିଖବର ସେପ୍ଟେମ୍ବରରେ ମିଳିବ ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |