ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ବିକ୍ରମ ପଣ୍ଡା ଅନୁରୋଧ କରିଛନ୍ତ ।
After getting mild symptoms, went for testing and found positive for covid19. Those who have come in contact with me recently, please isolate themselves. Let's defeat covid adopting all precautions & instructions issued by the govt.
#— Bikrampanda (@Bikramp47534780) September 1, 2020