ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଅଧିବେଶନ ପଦ୍ଧତି ନେଇ ସଂସଦ ସଚିବଙ୍କ ସହ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଲୋଚନା ହୋଇଛି । ୨ ଦିନ ଭିତରେ ସଂସଦ ପକ୍ଷରୁ ଲିଖିତ ଗାଇଡଲାଇନ୍ ପଠାଯିବ । ଗାଇଡଲାଇନ୍ ଅନୁସାରେ ଅଧିବେଶନର ପଦ୍ଧତି ନେଇ ନିଷ୍ପତ୍ତି ହେବ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ସୂଚନା ଦେଇଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |
Comments are closed.