ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନାଟକୀୟ ମୋଡ଼ ନେଉଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ପକ୍ଷରୁ ଆଜି ରିଆଙ୍କ ଘରେ ରେଡ଼୍ କରାଯାଇଥିଲା। ଏହାପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଓ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କୁ ଅଟକ ରଖିଛି। ଉଭୟଙ୍କୁ ଏନସିବିର ମୁମ୍ବଇ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚୁରା କରାଯାଉଥିବା ଜଣାପଡ଼ିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।