ହୀରାକୁଦ ଜଳ ଭଣ୍ଡାର ର ଆଉ ଦୁଇଟି ଗେଟ ବନ୍ଦ ହେଲା। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ରୁ 9 ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ।ବାମ ପଟର 7 ଟି ଗେଟ ଖୋଲା ଯାଇଥିବା ବେଳେ ଡାହାଣ ପଟର 2 ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ।ଉପର ମୁଣ୍ଡରୁ 1 ଲକ୍ଷ 93 ହଜାର 483 କିଉଷେକ ଜଳ ପ୍ରବେଶ କରୁଥିବା ବେଳେ ତଳ ମୁଣ୍ଡରୁ 2 ଲକ୍ଷ 21 ହଜାର 099 କିଉଷେକ ଜଳ ନିଷ୍କାସନ କରାଯାଉଛି।।ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ର ଜଳ ସ୍ତର 623.97 ରହିଛି।ହୀରାକୁଦ ଜଳଭଣ୍ଡାର ର ଜଳ ଧାରଣ କ୍ଷମତା ହେଉଛି 630 ଫୁଟ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |