ଆଜି ରାଜ୍ୟରେ ୩୮୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
Regret to inform of the demise of eight Covid positive patients while under treatment in hospitals.
1.A 48 year old male of Bhubaneswar who was also suffering from Diabetes, Hypertension.
2.A 48 year old male of Ganjam who was also suffering from Diabetes.
— H & FW Dept Odisha (@HFWOdisha) September 6, 2020