Quantum Mirror

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ

ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୭୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×