ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ତାରିଖ ସୁଦ୍ଧା ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ୭ଜିଲ୍ଲା ଗୁଡ଼ିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।