Quantum Mirror

ରାଜ୍ୟରେ ଆଜି ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୨୭୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସର୍ବାଧିକ କଟକରୁ ୪୧୧, ଖୋର୍ଦ୍ଧାରୁ ୩୫୪, ମୟୁରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡ଼ାରୁ ୬୬, ଢ଼େଙ୍କନାଳରୁ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗୀରରୁ ୨୫, ସୋନପୁରରୁୁ ୨୪, ବୌଦ୍ଧରୁ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେଓଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×