ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଜଣ ଓ କ୍ୱାରେଣ୍ଟାଇନରୁ ୨୩୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 12th September
New Positives Case: 3913
In quarantine: 2348
Local contacts: 1565(Details of local contacts will be shared by concerned Dist Administration)
District Wise Cases
1. Angul: 103
2. Balasore: 134
3. Bargarh: 146
4. Bhadrak: 123
5. Balangir: 142— I & PR Department, Odisha (@IPR_Odisha) September 13, 2020