ଭୁବନେଶ୍ୱର:ଆଜି ରାଜ୍ୟରୁ ପୁଣି ୩୦ ଜିଲ୍ଲାରୁ ୪୨୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୭୩୯ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ଏହା ସହିତ ସଙ୍ଗରୋଧରୁ ୨୫୦୨ ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 16th September
New Positives Cases: 4241
In quarantine: 2502
Local contacts: 1739(Details of local contacts will be shared by concerned Dist Administration)
District Wise Cases
1. Angul: 84
2. Balasore: 141
3. Bargarh: 149
4. Bhadrak: 72
5. Balangir: 44— I & PR Department, Odisha (@IPR_Odisha) September 17, 2020