Quantum Mirror

ରାଜ୍ୟରେ ଆଜି ୪୦୯୦ ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୦୯୦ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଶନିବାର ରାଜ୍ୟରେ ଆଉ ୪୦୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୪୧,୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×