ଆଜି କରୋନା ନେଲା ୧୭ ଜୀବନ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଆଜି କରୋନା ନେଲା ୧୭ ଜୀବନ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର: ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of seventeen #COVID19 positive patients while under treatment in hospitals.
1. A 45-year old male of Angul district who was also suffering from Diabetes & Hypertension.
— H & FW Dept Odisha (@HFWOdisha) October 1, 2020