ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର: ଆଜି ରାଜ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଆଜି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୩, କଟକରୁ ୨, ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Regret to inform of the demise of sixteen Covid positive patients while under treatment in hospitals.
1.A 57 year old male of Angul district who was also suffering from Diabetes, Hypertension.
2.A 32 year old male of Balasore district who was also suffering from Diabetes.
— H & FW Dept Odisha (@HFWOdisha) October 6, 2020