ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣ ଓ ଅଗ୍ନିକାଣ୍ଡରେ ଅତି କମରେ ୮ ଜଣ ଲୋକ ଆହତ ହୋଇଛନ୍ତି । ସେଥିରୁ ୨ ଜଣ ଗୁରୁତର ଅଛନ୍ତି । ମୁଖ୍ୟ ମନ୍ତ୍ରୀ ସେମାନଙ୍କ ମାଗଣା ଚିକିତ୍ସା ପାଇଁ ଆଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
CM @Naveen_Odisha has announced free medical treatment of people injured in the fire accident at Petrol Pump near Raj Bhawan, Bhubaneswar and wished their speedy recovery. The fire has been extinguished and situation is under control now.
— CMO Odisha (@CMO_Odisha) October 7, 2020