ଭୁବନେଶ୍ୱର : ଆଜି ରାଜ୍ୟରୁ ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦୦୮ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୧୪୬୨ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୨୦୧୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 14th October
New Positives Cases: 2470
In quarantine: 1462
Local contacts: 1008(Details of local contacts will be shared by concerned District Administration)
District Wise Cases
1. Angul: 170
2. Balasore: 106
3. Bargarh: 69
4. Bhadrak: 67
5. Balangir: 91— I & PR Department, Odisha (@IPR_Odisha) October 15, 2020