ଯାଜପୁର: ଆଜି ଠୁ ଆରମ୍ଭ ହେବ ମା ବିରଜାଙ୍କ ନବ ଦିନାତ୍ମକ ରଥଯାତ୍ରା,ମା ବିରଜାଙ୍କ ସିଂହଧ୍ବଜ ରଥ 9ଦିନ ଧରି ବେଢା ପରିକ୍ରମା କରିବ,ଅପରାହ୍ନ 5ଟାରେ ହେବ ରଥଟଣା,କୋଭିଡ କଟକଣା ଭିତରେ ରଥ ଟଣାହେବ,ରଥ ଟାଣିବାକୁ ଶ୍ରଦ୍ଧାଳୁଙ୍କୁ ମନା,କେବଳ ଅଙ୍ଗଲାଗି ସେବାୟତ ମାନଙ୍କ ଦ୍ବାରା ମା ଙ୍କ ରଥ ଟଣାହେବ,ମନ୍ଦିର ପରିସରରେ ଜାରି ହୋଇଛି 144ଧାରା, ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାପ୍ରଶାସନ ତତ୍ତ୍ବାବଧାନରେ ହେବ ରଥଯାତ୍ରା।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।