୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ୨୦୧୯ ପଜିଟିଭ ଚିହ୍ନଟ
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ୨୦୧୯ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଆଜି ରାଜ୍ୟରେ ୨୦୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th October
New Positive Cases: 2019
In quarantine: 1168
Local contacts: 851(Details of local contacts will be shared by concerned District Administration)
District Wise Cases
1. Angul: 129
2. Balasore: 69
3. Bargarh: 77
4. Bhadrak: 41
5. Balangir: 71— I & PR Department, Odisha (@IPR_Odisha) October 18, 2020