Quantum Mirror

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୯୩୧ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୯୩୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୯୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×