ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ
ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି। ଡିସେମ୍ବର ପୂର୍ବରୁ ଆଉ ୪୦ ଦିନର ବସିବାକୁ ବାକି ରହିଛି। କେବେ ବସିବ ଓ କଣ ରହିବ ରୂପରେଖ ସେ ନେଇ ରାଜ୍ୟପାଳଙ୍କ ନିଷ୍ପତି ଅପେକ୍ଷା। ରାଜ୍ୟପାଳଙ୍କ ନିଷ୍ପତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି କହିଲେ ବାଚସ୍ପତି।