Quantum Mirror

ଆଜି ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି

ଆଜି ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି

ଭୁବନେଶ୍ଵର : ଶୁକ୍ରବାର ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡା, ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×