ଭୁବନେଶ୍ୱର: ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ଓଡିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲ୍ସିୟସ ଖସିବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ୩ ରୁ ୪ ଡ଼ିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି | ଗତ ୨୪ ଘଣ୍ଟାରେ ୧୧.୮ °C ସର୍ବନିମ୍ନ ଦିନ ତାପମାତ୍ରା ସହ ସୋନପୁର ଓଡ଼ିଶାର ଥଣ୍ଡା ସହର | ଓଡ଼ିଶାର ୫ ଟି ସ୍ଥାନରେ ୧୫ °C କିମ୍ବା ତା ଠାରୁ କାମ ତାପମାତ୍ରା ରେକର୍ଡ ହୋଇଛି | ସୋନପୁର ୧୧.୮°C, ଅନୁଗୁଳ ୧୨.୬°C , ଦାରିଙ୍ଗବାଡି ୧୪.୦°C, ଝାରସୁଗୁଡା ୧୪.୧°C ଏବଂ କେନ୍ଦୁଝର ୧୫.୦°C | ଭୁବନେଶ୍ୱର ରେ ୨୦.୬°C ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକ ରେ ୧୯°C ତାପମାତ୍ରା ରେକର୍ଡ ହୋଇଛି |
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |