ଭୁବନେଶ୍ୱର: କଂଗ୍ରେସ ଭବନରୁ ଯାତ୍ରା ବାହାରି କଟକ ଅଭିମୁଖେ ଯାଉଛି। 10 ରୁ ଅଧିକ ଟ୍ରାକଟର ରେ ଓଡିଶା କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାରଙ୍କ ସମେତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟ ପ୍ରମୁଖ ବରିଷ୍ଠ ନେତାମାନେ କଟକ ଅଭିମୁଖେ ଯାତ୍ରା କରୁଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା କୃଷକ ଆଇନ ବିରୋଧରେ କଂଗ୍ରେସର ଏହି ବ୍ୟାପକ ଆନ୍ଦୋଳନର ଶୁଭାରମ୍ଭ। କଟକରେ ଆଜିର ଟ୍ରାକ୍ଟର ଯାତ୍ରା ଶେଷ ହେବାକୁ ଥିବବେଳେ ସରକାର ଙ୍କ ଏହି କୃଷି ଓ କୃଷକ ମାରଣ ନିୟମ ବିରୋଧରେ ଗାଁ ଗାଁରେ ଆନ୍ଦୋଳନ ପାଇଁ କଂଗ୍ରେସ ବ୍ୟାପକ ପ୍ରସ୍ତୁତି କରିଥିବା କହିଛନ୍ତି କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।