ଭୁବନେଶ୍ୱର: ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of Sixteen #COVID19 positive patients while under treatment in hospitals.
1.A 65-year-old male of Bargarh district who was also suffering from Hypertension.
2.A 24-year-old female of Bargarh district.— H & FW Dept Odisha (@HFWOdisha) November 16, 2020