ଭୁବନେଶ୍ୱର: ବିଧାନସଭା ସମ୍ମୁଖରେ ପୁଣି ଆତ୍ମାହୁତି ଉଦ୍ୟମ। ଆଠଗଡ଼ ଅଂଚଳର 3 ଜଣ ଚାଷୀ ବିଧାନସଭା ସମ୍ମୁଖ ଫାଟକ ନିକଟରେ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ କାବୁ କରି ନେଇଥିଲା। ଚାଷୀଙ୍କ ନାମରେ ତାଙ୍କ ଅଜାଣତରେ ଚାଷୀ ବୀମା ଟଙ୍କା କୋଅପରେଟିଭ ସୋସାଇଟି ରୁ ଋଣ ଉଠାଯାଇଛି। ଯାହାକୁ ବିରୋଧ କରି ସେମାନେ ଏଭଳି ଆତ୍ମାହୁତି ଉଦ୍ୟମ କରୁଥିବା କହିଛନ୍ତି। ଏ ନେଇ ବାରମ୍ବାର ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ମଧ୍ୟ ମନ୍ତ୍ରୀ ଶୁଣି ନ ଥିଲେ। ପୁରା ଘଟଣାରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପୁରା ସମ୍ପୃକ୍ତି ଥିବା ସେମାନେ ଅଭିଯୋଗ କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।