ପିପିଲି: ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଅକସ୍ମାତ ବିୟୋଗ ପରେ ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ବିଧାନସଭା ଆସନରେ ଉପନିର୍ବାଚନ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି।ସାନି ବିଜ୍ଞପ୍ତି ଅନୁସାରେ, ମେ’ ୧୩ରେ ନିର୍ବାଚନ ହେବ। ଏପ୍ରିଲ ୨୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଏପ୍ରିଲ ୨୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ଏପ୍ରିଲ ୨୯ ତାରଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ବୋଲି ବିଜ୍ଞପ୍ତିରେ କୁହାଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।