ଭୁବନେଶ୍ୱର୨୨ ।୪ : ଯୁକ୍ତ ଦୁଇ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀଙ୍କ ଧାରଣା । ଭୁବନେଶ୍ୱର ମାଷ୍ଟରକେଣ୍ଟିନ୍ ନିକଟରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ । ପରୀକ୍ଷା ବାତିଲ୍ ନେଇ ବିଭନ୍ନ କଲେଜର ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ଯୁକ୍ତ ଦୁଇ ପରୀକ୍ଷା ବାତିଲ୍ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ଜୁନ୍ ପ୍ରଥମ ସପ୍ତାହରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଜୁନ୍ ପ୍ରଥମ ସପ୍ତାହରେ ନିଷ୍ପତ୍ତି ନିଆଯିବ । +୨ ପରୀକ୍ଷା ବାତିଲ ନେଇ ଏବେଯାଏ କୌଣସି ନିଷ୍ପତ୍ତି ହୋଇନାହିଁ । ଗତକାଲି ମାଟ୍ରିକ ପରୀକ୍ଷା ବାତିଲ୍ ନେଇ ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |