ନୂଆଦିଲ୍ଲୀ: ଦିଲ୍ଲୀ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଏ.କେ ୱାଲିଆ ବା ଅଶୋକ କୁମାର ୱାଲିଆଙ୍କର ଦେହାନ୍ତ ହୋଇଯାଇଛି। ସେ କରୋନା ଭୂତାଣୁରେ ଆକ୍ରାନ୍ତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସକାଳେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଶିଲା ଦିକ୍ଷିତଙ୍କ ସରକାର ସମୟରେ ଅଶୋକ ୧୫ ବର୍ଷ ଧରି ମନ୍ତ୍ରୀ ରହିଥିଲେ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।