ଭୁବନେଶ୍ବର: ଭୁବନେଶ୍ବରରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଆଜି ୭୪୫ ଜଣ ଲୋକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୧୪୭ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪ହଜାର ୨୦୨ଜଣ ସୁସ୍ଥ ହୋଇଥିବାବେଳେ ୪ହଜାର ୭୬୩ଜଣ ବିଭିନ୍ନ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୧ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।