କର୍ଣ୍ଣାଟକ ୨୬ । ୪ : କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା । ଆସନ୍ତା କାଲି ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । କରୋନାର ଉଦ୍ଧ୍ୱର୍ମୁଖୀ ଗ୍ରାଫକୁ ଭାଙ୍ଗିବା ପାଇଁ ରାଜ୍ୟରେ ଲକଡାଉନ୍ ପାଇଁ ନିଷ୍ପତ୍ତି ନିଆଯାଇଛି ।ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |