Quantum Mirror

କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା

କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା

କର୍ଣ୍ଣାଟକ ୨୬ : କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା ଆସନ୍ତା କାଲି ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର କରୋନାର ଉଦ୍ଧ୍ୱର୍ମୁଖୀ ଗ୍ରାଫକୁ ଭାଙ୍ଗିବା ପାଇଁ ରାଜ୍ୟରେ ଲକଡାଉନ୍ ପାଇଁ ନିଷ୍ପତ୍ତି ନିଆଯାଇଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି ଦିନକରେ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×