ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କରୋନାରୁ ସୁସ୍ଥ ହେବା ପରେ ଡାକ୍ତରଖାନାରୁ ବାହାରିଛନ୍ତି। ଗତ ୧୯ ତାରିଖରେ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର କୋଭିଡ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ଚିକିତ୍ସା ଚାଲିଥିଲା। ଗୁରୁବାର ମନମୋହନ ସୁସ୍ଥ ହେବା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।