ପଶ୍ଚିମବଙ୍ଗ ୦୨ ।୦୫ : ନନ୍ଦିଗ୍ରାମ ବିଧାନସଭା ଆସନରୁ ହାରିଲେ ମମତା ବାନାର୍ଜୀ । ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପରସ୍ତା କରି ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବିଜୟୀ ଲାଭ କରିଛନ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ନନ୍ଦୀଗ୍ରାମ ବିଧାନସଭା ଆସନ ପାଇଁ ବିଜେପି ଏବଂ ଟିଏମସି ମଧ୍ୟରେ କଡ଼ା ଟକ୍କର ଦେଖା ଯାଇଥିଲା । ଏହି ଆସନ ଲାଗି ବିଜେପିରୁ ଶୁଭେନ୍ଦୁ ଅଧିକାରୀ ଏବଂ ମମତା ବନାର୍ଜୀ ଟିଏମସିରୁ ପ୍ରାର୍ଥୀ ଭାବେ ଛିଡା ହୋଇଥିଲେ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |