ଭୁବନେଶ୍ୱର: ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୫,୮୯୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୬,୮୧୨ ଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୦୭, ଅନୁଗୋଳରୁ ୮୬୭, ସୁନ୍ଦରଗଡ଼ରୁ ୭୦୩, ମୟୂରଭଞ୍ଜରୁ ୫୩୮, ବାଲେଶ୍ୱରରୁ ୫୨୪, ପୁରୀରୁ ୪୨୪, ବରଗଡ଼ ୩୯୫, ସମ୍ବଲପୁରରୁ ୩୯୩, ନୟାଗଡ଼ରୁ ୩୮୨, ଯାଜପୁରରୁ ୩୭୮, ନବରଙ୍ଗପୁରରୁ ୩୪୬, ଜଗତସିଂହପୁର ଜିଲ୍ଲାରୁ ୩୨୫, ବୌଦ୍ଧରୁ ୩୧୩, ବଲାଙ୍ଗିରରୁ ୨୯୪, କୋରାପୁଟରୁ ୨୬୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ତାଜା ଖବର
‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |ଜାଣନ୍ତୁ ବାତ୍ୟା ‘ଦାନା’କେଉଁଠି କରିବ ଲ୍ୟାଣ୍ଡଫଲ୍ଆଜି ପବିତ୍ର ଜନ୍ମାଷ୍ଟମୀଆଜି ଦେଶବ୍ୟାପୀ ଡାକ୍ତର ଧର୍ମଘଟ